Загрузка...

ଶ୍ରୀକ୍ଷେତ୍ରରେ ବର୍ଗି ହନୁମାନ | JAY JAGANNATH TV

ଜୟ ଜଗନ୍ନାଥ 🙏
"ଜୟ ଜଗନ୍ନାଥ ଟିଭି" ହେଉଛି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମର୍ପିତ ଓଡ଼ିଶାର ଏକମାତ୍ର ଶୁଦ୍ଧ ଆଧ୍ୟାତ୍ମିକ ୨୪ ଘଣ୍ଟିଆ ସାଟେଲାଇଟ୍ ଚାନେଲ୍, ଯେଉଁଠାରେ ଘରେ ବସି ପ୍ରତିଦିନ ସିଧା ପ୍ରସାରଣରେ ଦେଖିପାରିବେ ପୁରୀ ଶ୍ରୀମନ୍ଦିରର ସମସ୍ତ ବାହାର ଲୀଳା ଓ ଦିବ୍ୟ ନୀତିମାନ :
🔹 ଦ୍ୱାରଫିଟା ନୀତି
🔹 ପତିତପାବନ ମଙ୍ଗଳ ଆଳତୀ
🔹 ପତାକା ଲାଗି ଦର୍ଶନ
🔹 ସନ୍ଧ୍ୟା ଆଳତୀ
🔹 ଶ୍ରୀମନ୍ଦିର ପହୁଡ଼ ନୀତି
🔹 ବର୍ଷ ତମାମ ଅନୁଷ୍ଠିତ ହେଉଥିବା ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ଯାତ୍ରା ଓ ଉତ୍ସବ I
ଏହି ଚ୍ୟାନେଲରେ କୌଣସି ବିଜ୍ଞାପନ ନାହିଁ, ତେଣୁ ଶୁଦ୍ଧ ଆଧ୍ୟାତ୍ମିକତାର ସହିତ ଦର୍ଶନ କରନ୍ତୁ ଓ ଶ୍ରୀଜୀଉଙ୍କ ଦିବ୍ୟତାକୁ ଅନୁଭବ କରନ୍ତୁ।

📺 "ଜୟ ଜଗନ୍ନାଥ ଟିଭି" ସିଦ୍ଧାର୍ଥ ଟେଲିଭିଜନ୍ ନେଟୱର୍କର ଚତୁର୍ଥ ଚାନେଲ | ଓଡ଼ିଆ ଲୋକଙ୍କ ପାଇଁ ଗର୍ବର ବିଷୟ!

📡 Watch “JAY JAGANNATH TV” on DTH:

Dish TV – Channel 1397
Airtel Digital – Channel 615
Videocon D2H – Channel 1397
Sun Direct – Channel 490

Also available on all cable networks across Odisha.

📞 Contact : 6372804618 if could not watch our channel
🌐 Follow us on social media for daily LIVE updates and darshan :
Facebook: https://bit.ly/3kxvE7A
Instagram: https://bit.ly/3KEpYDF
YouTube: https://bit.ly/3KAQeyD
Twitter: https://bit.ly/38JpX3U
#JayJagannathTV #JagannathLive #namitaagrawal #LiveFromPuri #shreemandir

Видео ଶ୍ରୀକ୍ଷେତ୍ରରେ ବର୍ଗି ହନୁମାନ | JAY JAGANNATH TV канала JAY JAGANNATH TV
Страницу в закладки Мои закладки
Все заметки Новая заметка Страницу в заметки